ମାଲକାନଗିରିରେ ଦୁର୍ଘଟଣାରେ ୩ ମୃତ, କ୍ଷତିପୂରଣ ଘୋଷଣା କଲେ ମୁଖ୍ୟମନ୍ତ୍ରୀ

ମାଲକାନଗିରି: ମାଲକାନଗିରିରେ ବସ୍‌ ଧକ୍କାରେ ୩ ଜଣ ବାଇକ୍‌ ଆରୋହୀଙ୍କ ମୃତ୍ୟୁ ଘଟଣାରେ ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀ ଗଭୀର ଶୋକ…